• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Virgo

କନ୍ୟା

Friday 03 Mar 2023

ଉ, ଫାଲଗୁନୀ –  ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ । ସ୍ଥଗିତ କାମ ବନ୍ଧୁ ସାହାର୍ଯ୍ୟରେ ପୁରା କରିବେ ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । 

ହସ୍ତା – ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତ୍ନ କରିପାରନ୍ତି ।

ଚିତ୍ରା – ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । 

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ