• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Scorpio

ବିଛା

Friday 03 Mar 2023

ବିଶାଖା – ବ୍ୟବସାୟ ବିଷୟରେ ଭଲ କଥା କହିବେ ।  ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହ ବାଣିଜ୍ୟରେ ଲାଭ ମିଳିବ । ସ୍ୱାସ୍ଥ୍ୟ ସାଧାରଣତଃ ଉତ୍ତମ ରହିବ ।  
ଅନୁରାଧା – କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ସଫଳତା ଲାଭ କରିବେ । ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ସ୍ଥିରିକୃତ ହେବ।
ଜ୍ୟେଷ୍ଠା  – ପୈତୃକ ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ  ତୃତିୟ ବ୍ୟକ୍ତି ଲାଭବାନ୍ ହେବ ।  ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ରାଜନୀତିରେ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । 

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :