• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Sagittarius

ଧନୁ

Friday 03 Mar 2023

ମୂଳା – ଅନ୍‌ଲାଇନ ବ୍ୟବସାୟ କରିବାକୁ ଭାବିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ପୂ, ଷାଢା – ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । 

ଉ, ଷାଢା – ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।  ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ । ଖେଳକୁଦରେ ମନ ଦେବେ । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ