• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2023: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରୁ ଖୁସି ଖବର ପାଇପାରନ୍ତି

ସୌର କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ଶୁକ୍ରବାର, ଚନ୍ଦ୍ର – ମିଥୁନ ଦିବା ୦୮.୫୮ ଗତେ କର୍କଟ, ତିଥି – ୧୧ଶୀ ଦିବା ୦୯.୧୧ ଗତେ ୧୨ଶୀ, ଘାତ ଚନ୍ଦ୍ର – କନ୍ୟା ଦିବା ୦୮.୫୮ ପର୍ଯ୍ୟନ୍ତ, ଘାତ ବାର-ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୯.୧୧ ଗତେ ୨ ପାଦ

Capricorn

ମକର

Friday 03 Mar 2023

ଉ, ଷାଢା -  ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ଼ କରିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ । ନିଜର ଦୋଷ ତୃଟି ସ୍ୱୀକାର କରିବେ ।

ଶ୍ରବଣା – ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ଛାତ୍ରଛାତ୍ରୀଙ୍କ ଲେଖାପଢାରେ ବାଧା ଦୂର ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।

ଧନିଷ୍ଠା – ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ