• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2025: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା; ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Monday 03 Mar 2025

କୃତିକା- ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି ।  ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।
ରୋହିଣୀ- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ  ।   
ମୃଗଶିରା- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ  ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS