କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ଧନିଷ୍ଠା- କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।
ଶତଭିଷା- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।
ପୂ,ଭାଦ୍ରପଦ- ସାମ୍ବାଦିକମାନେ କୈାଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ସେବା କାର୍ୟ୍ୟରେ ଯୋଗ ଦେବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ ।
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮