• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2025: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା; ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Monday 03 Mar 2025

ପୂ, ଭାଦ୍ରପଦ- ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ପରିବାରରେ ଯେପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍ ସାମନା କରିବା କଷ୍ଟକର ହୋଇପାରେ । ବ୍ୟବସାୟ, ପରିବହନ , କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ।
ଉ, ଭାଦ୍ରପଦ- ରାଜନିତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ ।
ରେବତୀ- ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର‌୍ୟ୍ୟ ହେବେ ।  ସମ୍ପତିକୁ ସାମାନ୍ୟ ଝଗଡା ଲାଗିପାରେ । ଉପଯୁକ୍ତ ଯୋନଜା ଦ୍ୱାରା କ୍ୟାରିୟରରେ ପରିବର୍ତନ ଭବିଷ୍ୟତ ଲାଗି ଲାଭଦାୟକ  ।

ପ୍ରତିକାର – ମା’ ତାରାଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS