କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ମୃଗଶିରା- ପାରିବାରିକ ଜୀବନରେ ସେବା ଶ୍ରୁଶ୍ରୁଷା ମିଳିବ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ ।
ଆଦ୍ରା- ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ଘରେ କୈାଣସି ଧାର୍ମିକ କାର୍ୟ୍ୟର ରୂପରେଖ ତିଆରି କରି ପାରନ୍ତି ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫