• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2025: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା; ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Monday 03 Mar 2025

ପୁନର୍ବସୁ-  ନିଜ ପ୍ରିୟଙ୍କ ସହ ଆଜି ଉତ୍ତମ ବ୍ୟବହାର କରନ୍ତୁ । ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ପୁଷ୍ୟା- ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ ।
ଅଶ୍ଳେଷା- ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ ।

ପ୍ରତିକାର – ମା’ ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS