• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2025: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା; ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Monday 03 Mar 2025

ମଘା- ବାଣିଜ୍ୟ-ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ। କୈାଣସି ଅସୁବିଧା ନଥିଲେ ମଧ୍ୟ ଅଯଥାରେ ଏଣୁ ତେଣୁ ଗୁଡାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ ।
ପୂ,ଫାଲଗୁନି- ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତ୍ତି ପୋଷଣ କରିବେ । ଛାତ୍ର ଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା  ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।
ଉ,ଫାଲଗୁନି- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର୍ଯ୍ୟ ଅବସ୍ଥା ଅନୁକୂଳ ହେବ । ରାଜନେତାଙ୍କ ସାହାର୍ଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ  ।

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :

VASTU TIPS