• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2025: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା; ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Monday 03 Mar 2025

ଚିତ୍ରା- ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି । ପରିବାରରେ ସମସ୍ତଙ୍କୁ ସାହାର‌୍ୟ୍ୟ କରିବାରେ ସଫଳ ହେବେ । ସମ୍ପର୍କୀୟଙ୍କୁ ମିଥ୍ୟା ପ୍ରତିସୃତି ଦେଇ ସମାଲୋଚିତ ହୋଇପାରନ୍ତି ।
ସ୍ୱାତୀ- ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନିତିରେ ନିଜର ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ବିଦେଶ ଆଗମନର ସୁଯୋଗ ଆସିବ ।
ବିଶାଖା- ବିବାଦୀୟ ଘଟଣା ଟିକେ ଜଟିଳ ଆଡକୁ ଗତି କରିବ । ମନ ଭୁଲାଣିୟା କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ ।

ପ୍ରତିକାର –  ମିଠା ଦହି ଖାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS