କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ମୂଳା- ଜୀବନରେ ଲାଭର ଅବସର ପାଇବେ । କଳା କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ । ପ୍ରେମ ସଂମ୍ପର୍କରେ ତିକ୍ତତା ଦେଖାଦେବ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ ।
ପୂ,ଷାଢା- ଅନ୍ୟ ମାନେ ଆପଣଙ୍କର ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ । ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ ।
ଉ,ଷାଢା- ଆଜିର ଯାତ୍ରା ସମୟରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ମହିଳା ମାନେ ମଧୁର ସଂପର୍କ ଗଢିବେ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩