• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd March 2025: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା; ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Monday 03 Mar 2025

ଉ, ଷାଢା- ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ  ହୋଇପାରେ । ଆପଣଙ୍କର ଅନ୍ତର  ଆତ୍ମା ପ୍ରଖର ରହିବ ।
ଶ୍ରବଣା- ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ବିଦ୍ୟାର୍ଥୀ ପଢାକୁ ନେଇ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ ।
ଧନିଷ୍ଠା- କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।  ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ ।

ପ୍ରତିକାର – ମା’ ଶାରଳାଙ୍କ ଆରଧନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS