• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Wednesday 03 May 2023

ଧନିଷ୍ଠା- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକୁ ପରିବର୍ତନ କରିପାରନ୍ତି ।

ଶତଭିଷା- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି

ପୂ, ଭାଦ୍ରପଦ- ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର‌୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :