• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Wednesday 03 May 2023

ମୃଗଶିରା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ଆଦ୍ରା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି

ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :