• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Leo

ସିଂହ

Wednesday 03 May 2023

ମଘା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି

ପୂ- ଫାଲ୍‌ଗୁନୀ- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ଉ- ଫାଲ୍‌ଗୁନୀ- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ଘରୋପକରଣ କିଣିବାରେ ଅଧିକ ବ୍ୟୟ କରିବେ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :