• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Wednesday 03 May 2023

ଉ- ଫାଲ୍‌ଗୁନୀ- ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ ।

ହସ୍ତା- ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।

ଚିତ୍ରା- ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ମହିଳା ମାନଙ୍କର ମିଷ୍ଠାର୍ଣ୍ଣ ଭୋଜନର ଯୋଗ ରହିଛି । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :