• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Libra

ତୁଳା

Wednesday 03 May 2023

ଚିତ୍ରା- କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ପ୍ରେମ ସମ୍ପର୍କ ଭଲ ରହିବ । କୈାଣସି ନିଷ୍ପତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ

ସ୍ୱାତୀ- ପ୍ରଶାସନିକ କ୍ଷେତ୍ରରେ ସାହାଯ୍ୟ ପାଇବେ । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । ଆଧାତ୍ମିକ ଦିଗ ପ୍ରତି ଆଗ୍ରହ ବଢିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ ।

ବିଶାଖା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର୍ଯ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :