• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Wednesday 03 May 2023

ବିଶାଖା- ଘରେ କୈାଣସି ଧାର୍ମିକ କାର‌୍ୟ୍ୟର ରୂପରେଖ ତିଆରି କରି ପାରନ୍ତି । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଆୟ- ବ୍ୟୟ ସମାନ ରହିବ ।

ଅନୁରାଧା- ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ । ଛାତ୍ରଛାତ୍ରୀ ମାନେ ଖେଳ,କୁଦରେ ରୁଚି ବଢାଇବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।

ଜ୍ୟୋଷ୍ଠା- ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା,ପଇସା ଧାର କରିପାରନ୍ତି । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି । ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :