• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୧୩ଶୀ ରାତ୍ରି ୧୧.୪୯ ଗତେ ୧୪ଶୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର – କର୍କଟ,ପୁଷ୍କର ଦୋଷ – ନାସ୍ତି ।

Sagittarius

ଧନୁ

Wednesday 03 May 2023

ମୂଳା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ

ପୂ, ଷାଢା- ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ

ଉ, ଷାଢା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି

ପ୍ରତିକାର – ଅସହୟା ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :