• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Taurus

ବୃଷ

Friday 03 May 2024

କୃତିକା- କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଆପଣଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ ।

ରୋହିଣୀ- ସରକାରୀ ପକ୍ଷରୁ ଆର୍ଥିକ ସାହାର୍ଯ୍ୟ ଓ ସହଯୋଗ ମିଳିବ। ବିଦ୍ୟାର୍ଥୀମାନେ କିଛି ସଫଳତା ପାଇପାରନ୍ତି । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି ।

ମୃଗଶିରା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳାମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – ମା’ କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :