• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Pisces

ମୀନ

Friday 03 May 2024

ପୂ,ଭାଦ୍ରପଦ- ବେପାର, ବାଣିଜ୍ୟରୁ ସୁଫଳ ପାଇବେ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି।

ଉ,ଭାଦ୍ରପଦ- ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । କ୍ୟାରିୟର ପାଇଁ ଅଧିକ ଚିନ୍ତାଗ୍ରସ୍ତ ହେବେ ।

ରେବତୀ- ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହେବା ସମ୍ଭାବନା ରହିଛି ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :