• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Gemini

ମିଥୁନ

Friday 03 May 2024

ମୃଗଶିରା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିଣାମ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଆଦ୍ରା- ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀମାନେ ବିଦେଶଯାତ୍ରା କରି ପାରିବେ । ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ ।

ପୁନର୍ବସୁ- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର୍ଯ୍ୟ ସୂଚୀରେ ପରିବର୍ତ୍ତନ କରିବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :