• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Cancer

କର୍କଟ

Friday 03 May 2024

ପୁନର୍ବସୁ- କାରବାରରେ ଆପଣଙ୍କର ବହୁତ ଲାଭ ହେବ। ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ବନ୍ଧୁଙ୍କଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧାଜନକ ହେବ।

ପୁଷ୍ୟା- ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ଶିକ୍ଷାର୍ଥୀମାନଙ୍କ ପାଇଁ ଦିନଟି ଅନୁକୁଳ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ।

ଅଶ୍ଲେଷା- ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ। ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ।

ପ୍ରତିକାର – ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :