• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Leo

ସିଂହ

Friday 03 May 2024

ମଘା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟମାନଙ୍କ ସହିତ ବନ୍ଧୁତା ସୂତ୍ରରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ । ମହିଳାମାନେ ସମ୍ମାନିତ ହେବେ ।

ପୂ,ଫାଲଗୁନି- ନିଜ କର୍ମକୁ ନେଇ ସମାଜରେ ଜଣେ ଅଭିଜ୍ଞ ତଥା ସମ୍ମାନିତ ବ୍ୟକ୍ତି ହେବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ।

ଉ,ଫାଲଗୁନି- ମହିଳାମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ । ସାହିତ୍ୟିକଙ୍କ ଲାଗି ଦିନଟି ଭଲ ରହିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ପ୍ରତିକାର – ସୂର୍ଯ୍ୟଙ୍କୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :