• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Virgo

କନ୍ୟା

Friday 03 May 2024

ଉ,ଫଳଗୁନି- ଜୀବନ ସାଥିଙ୍କ ସହ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ହସ୍ତା- ଶିକ୍ଷାର୍ଥୀମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ ।ବନ୍ଧୁମାନଙ୍କ ସହିତ ଭ୍ରମଣର ଯୋଗ ରହିଛି ।

ଚିତ୍ରା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ନୂତନ ଜିନିଷ କ୍ରୟ କରିପାରନ୍ତି ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ରପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :