• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Libra

ତୁଳା

Friday 03 May 2024

ଚିତ୍ରା- ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାରେ ଉନ୍ନତମାନର ଫଳପାଇବେ ଫଳରେ ବ୍ୟବସାୟରେ ପରିବର୍ତ୍ତନ କରିବାର ଇଚ୍ଛା ହେବ । ଆପଣ କରିଆସୁଥିବା ଉଦ୍ୟମରେ ସଫଳ ହେବେ।

ସ୍ୱାତୀ- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ।

ବିଶାଖା- ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।

ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :