• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Scorpio

ବିଛା

Friday 03 May 2024

ବିଶାଖା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ ।ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କମ୍ ପରିଶ୍ରମ କରି ନିଜର ଉଦ୍ଦେଶ୍ୟ ହାସଲ କରିନେବେ।

ଅନୁରାଧା-ଅଫିସ୍ କାର୍ଯ୍ୟରେ ଡେରି ହୋଇପାରେ । ଘରୋଇ ଝାମେଲା କାରଣରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ।

ଜ୍ୟେଷ୍ଠା- ଶତ୍ରୁମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ୍ତରେ ରଖନ୍ତୁ । ମହିଳାମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :