• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Sagittarius

ଧନୁ

Friday 03 May 2024

ମୂଳା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୌଣସି ବ୍ୟକ୍ତିଙ୍କଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ପୂ,ଷାଢା- ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ।

ଉ,ଷାଢା- ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ମହିଳାମାନେ ଅଚାନକ କୌଣସି ନିର୍ଣ୍ଣୟ ନିଅନ୍ନୁ ନାହିଁ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :