• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Capricorn

ମକର

Friday 03 May 2024

ଉ,ଷାଢା- ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସମ୍ଭାବନା ଅଧିକ ରହିଛି । ଜୀବନ ସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଶ୍ରବଣା- ଚାକିରି କ୍ଷେତ୍ରରେ କୂଟନୀତି ପଦାରେ ପଡିଯିବାର ଭୟ ରହିଛି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।

ଧନିଷ୍ଠା- ନୂତନ ବସ୍ତ୍ର ଅଳଙ୍କାର ପାଇଁ ମନ ବଳାଇ ପାରନ୍ତି । ପୈତୃକ ସମ୍ପତ୍ତିରୁ ଲାଭ ମିଳିପାରେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିହବେ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :