Daily Horoscope 3rd May 2024: ଆଜି ଏହି ରାଶିର ବ୍ୟକ୍ତି ଚାକିରି କ୍ଷେତ୍ରରେ ସଫଳତା ପାଇବେ...

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...

Aries

ମେଷ

Friday 03 May 2024

ଧନିଷ୍ଠା- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ଶାରିରୀକ ଦୁର୍ବଳତା ଦେଖାଦେବ । ପାରିବାରିକ ଜୀବନରେ ପତ୍ନୀପୀଡା ସହ ସନ୍ତାନ ଲାଭର ଯୋଗ ରହିଛି।

ଶତଭିଷା- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତ୍ତିରୁ ସଫଳତା ହାସଲ କରିବେ । ଜୀବନ ସାଥି ଆପଣଙ୍କର ପ୍ରଂଶସା କରିବେ । ଆଇନ ଛାତ୍ରମାନେ ସମୟର ସଦୁପଯୋଗ କରନ୍ତୁ।

ପୂ,ଭାଦ୍ରପଦ- ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ନିଜର ଲୋକମାନେ ମଧ୍ୟ ବିରୁଦ୍ଧାଚରଣ କରିପାରନ୍ତି । ସାମାଜିକସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :