• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Taurus

ବୃଷ

Thursday 03 Nov 2022

କୃତିକା - ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତ୍ତନ ଆସିପାରେ।

ରୋହିଣୀ – ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ।

ମୃଗଶିରା – ପକେଟ ମାର ଜନିତ ଧନହାନି ଘଟିପାରେ । ମହିଳାଙ୍କର ଇଶ୍ୱରଙ୍କ ପ୍ରତି ବିଶ୍ୱାସ ବଢିବ।

ପ୍ରତିକାର - ଦହି, ମିଶ୍ରି, ଅରୁଆ ଚାଉଳ କୌଣସି ମନ୍ଦିରରେ ଦାନ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :