ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ
ଧନିଷ୍ଠା – ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଦୂର ଯାତ୍ରା କରିବାର ସୁଯୋଗ ରହିଛି।
ଶତଭିଷା – ରାଜନୀତିରେ ବିରେଧୀ ଦଳ ବଢିବେ । ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଭଲ ରହିବ । ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ।
ପୂ , ଭାଦ୍ରପଦ –ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ମହିଳା ମାନେ କଳହ ପ୍ରିୟ ହେବେ।
ପ୍ରତିକାର – ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮