• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Pisces

ମୀନ

Thursday 03 Nov 2022

ପୂ , ଭାଦ୍ରପଦ - ଶାରିରୀକ କଷ୍ଟ ଭୋଗିବେ । ପତ୍ନୀଙ୍କ ସହଯୋଗ ପାଇବେ । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି।

ଉ , ଭଦ୍ରପଦ - ରାଜନିତୀରେ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ନିଜର କାମ ତୁଲାଇବେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

ରେବତୀ – ମାଲିମକନ୍ଦମାରେ ବିଜୟୀ ଲାଭ କରିବେ । ମହିଳା ମାନେ ସୁଖଭାଗିନୀ ହେବେ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :