• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Cancer

କର୍କଟ

Thursday 03 Nov 2022

ପୁନର୍ବସୁ - ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ଅଚାନକ ମୁଣ୍ଡବ୍ୟଥା ଦେଖାଦେବ ।

ପୁଷ୍ୟା – ଜନ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ।

ଅଶ୍ଳେଷା - ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ମହିଳା ମାନେ କର୍ତବ୍ୟରେ ତ୍ରୁଟି ରହିବ।

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :