• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Virgo

କନ୍ୟା

Thursday 03 Nov 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ବନ୍ଧୁଙ୍କ ସାହାର୍ଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତ୍ତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ।

ହସ୍ତା – ରାଜନୀତିରେ ଲୋକ ପ୍ରିୟତା ଦେଖାଦେବ । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଆଇନ ଛାତ୍ର ମାନେ ସମୟର ସଦୁପଯୋଗ କରନ୍ତୁ।

ଚିତ୍ରା – ପ୍ରତିବାଦର ସାମନା କରିବାକୁ ପଡିପାରେ । ମହିଳାମାନେ ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ।

ପ୍ରତିକାର - ଓଁ ଶ୍ରୀଂ ମହାଲକ୍ଷ୍ମୀ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :