• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Sagittarius

ଧନୁ

Thursday 03 Nov 2022

ମୂଳା – ଭାଇ, ଭାଇ ମଧ୍ୟରେ କଳହ ଦେଖା ଦେଇପାରେ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ।

ପୂ , ଷାଢା – ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ।

ଉ , ଷାଢା – ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ।

ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :