• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ତୁଳା ମାସ କାର୍ତିକ ଶୁକ୍ଲପକ୍ଷ । ଇଂରାଜୀରେ ୩ ତାରିଖ ଗୁରୁବାର। ଚନ୍ଦ୍ର – କୁମ୍ଭ ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୦୭/୩୦ ଗତେ ୧୧ଶୀ, ଘାତ ଚନ୍ଦ୍ର- ମିଥୁନ ଓ ମୀନ ଅହୋରାତ୍ର, ଘାତ ବାର – ତୁଳା ଓ କୁମ୍ଭ, ପୁଷ୍କର ଦୋଷ – ରାତ୍ରି ୧୨/୪୯ ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ

Capricorn

ମକର

Thursday 03 Nov 2022

ଉ , ଷାଢା - ବୈବାହିକ ଜୀବନ ଖୁସିରେ ପୂର୍ଣ୍ଣ ରହିବ । ବ୍ୟବସାୟ ଏବଂ ଉତ୍ତମ ଆୟ ଲାଭ କରିବେ । ଅଫିସ୍ କାମ ଅତିଶୀଘ୍ର ସଂପୂର୍ଣ୍ଣ କରିନେବେ।

ଶ୍ରବଣା – ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ଛାତ୍ରଛାତ୍ରୀଙ୍କୁ ପାଠପଢାରେ ସଫଳତା ମିଳିବ।

ଧନିଷ୍ଠା – କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ମହିଳା ମାନେ କର୍ମକ୍ଷେତ୍ରରେ ଆଗମନା ରହିବେ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :