• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Taurus

ବୃଷ

Friday 03 Nov 2023

କୃତିକା- ସ୍ୱାସ୍ଥ୍ୟକୁ ନେଇ ନାନା ପ୍ରକାର ସମସ୍ୟାର ସାମନା କରିବାକୁ ପଡିପାରେ । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ ।

ରୋହିଣୀ- ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ମୃଗଶିରା- କୈାଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ମହିଳାମାନେ ଅଧିକ କାର୍ଯ୍ୟକରି ପ୍ରଂଶସିତ ହେବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ