• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Aquarius

କୁମ୍ଭ

Friday 03 Nov 2023

ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ । ଚାକିରୀ ଖୋଜୁଥିବା ବ୍ୟକ୍ତିମାନଙ୍କୁ ନିଜର ଚେଷ୍ଟା ଓ ପରିଶ୍ରମର ପରିମାଣ ମିଳିବ ।

ଶତଭିଷା- ବ୍ୟବସାୟରେ ସାମାନ୍ୟ ପରିବର୍ତନ ହେତୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ । ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଯେଉଁ ବ୍ୟକ୍ତିମାନେ ନୂଆ ଚାକିରି ଚାହୁଁଛନ୍ତି ସେମାନେ ଏଥିରେ ସଫଳ ହେବେ।

ପୂ,ଭାଦ୍ରପଦ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ଉତ୍ତମ ଫଳ ପାଇବେ । ମହିଳାମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ