• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Gemini

ମିଥୁନ

Friday 03 Nov 2023

ମୃଗଶିରା- କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ଆଦ୍ରା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ପୁନର୍ବସୁ- ଛାତ୍ରଛାତ୍ରୀମାନଙ୍କୁ ବହୁତ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ