• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Cancer

କର୍କଟ

Friday 03 Nov 2023

ପୁନର୍ବସୁ- ଦେହ ଖରାପରୁ ଉପଶମ ମିଳିବ । ପାରିବାରିକ ଜୀବନରେ ଅବହେଳା ପ୍ରଦର୍ଶନ କରିବେ । କାମଧନ୍ଦାରେ ଉନ୍ନତି ହେବ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।

ପୁଷ୍ୟା- ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ, ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଅଶ୍ଲେଷା- ଜମି ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ମହିଳାମାନଙ୍କର ମାନସିକ ସ୍ଥିତି ଭଲ ରହିବ ନାହିଁ । ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ