• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Leo

ସିଂହ

Friday 03 Nov 2023

ମଘା- ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ ।

ପୂ,ଫାଲଗୁନି- ନୂଆ କାମ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ପୁରା ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ

ଉ,ଫାଲଗୁନି- ନୂତନ ଜିନିଷ କ୍ରୟ କରିପାରନ୍ତି । ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ ।

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ