• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Virgo

କନ୍ୟା

Friday 03 Nov 2023

ଉ,ଫଳଗୁନି- ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ ।

ହସ୍ତା- ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ଖୋଳାଳି ମାନେ ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ଚିତ୍ରା- ରାଜନୀତିରେ ନିଜକୁ ଦୃଢ ରଖିବେ । ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରଦର୍ଶନ କରିବେ । କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି ।

ପ୍ରତିକାର - ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ