• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Libra

ତୁଳା

Friday 03 Nov 2023

ଚିତ୍ରା- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ ।

ସ୍ୱାତୀ- ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ ଠିକ୍ ସମୟରେ କାମ ଆରମ୍ଭ କରନ୍ତୁ ସଫଳତା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ ।

ବିଶାଖା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ