• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Scorpio

ବିଛା

Friday 03 Nov 2023

ବିଶାଖା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ।

ଅନୁରାଧା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ । ଛାତ୍ରଛାତ୍ରୀ କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ ।

ଜ୍ୟେଷ୍ଠା- ଦୀର୍ଘଦିନର ଆଶା ପୂରଣ ହୋଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ