• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Sagittarius

ଧନୁ

Friday 03 Nov 2023

ମୂଳା- ପ୍ରେମ ଜୀବନ ମଧୁରମୟ ରହିବ । କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ବ୍ୟପାର ବୃର୍ତ୍ତିରେ ପ୍ରଗତି ହେବ ଶୃଙ୍ଖଳିତ ଭାବରେ କର୍ମ କରି ସଫଳତା ପାଇବେ ।

ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଉ,ଷାଢା- ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ଭାବିଥିବା କୈାଣସି ଜରୁରୀ କାମ ସଂପୂର୍ଣ୍ଣ ହେବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।

ପ୍ରତିକାର –୫ଟି ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ