• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Capricorn

ମକର

Friday 03 Nov 2023

ଉ,ଷାଢା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ଲାଗି ରହିବ । କାମକୁ ଅବହେଳା କରିପାରିବେ ନାହିଁ ।

ଶ୍ରବଣା- ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଧନିଷ୍ଠା- ସମାଜ କଲ୍ୟାଣ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ବିଦ୍ୟାର୍ଥୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ । ଜମିବାଡି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ