Daily Horoscope 3rd Nov 2023: ଏହି ରାଶିର ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ

Aries

ମେଷ

Friday 03 Nov 2023

ପୂ,ଭାଦ୍ରପଦ- ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ, ପିତା ମାତାଙ୍କ ଆର୍ଶିବାଦ ସହ ଆପଣ ସବୁ କାର୍ଯ୍ୟ ସମ୍ପନ୍ନ କରିବେ। ଅଫିସରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ।

ଉ,ଭାଦ୍ରପଦ- ଛୋଟ ଛୋଟ କଥାକୁ ନେଇ ପ୍ରେମୀ ଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ ।

ରେବତୀ- ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବ । ଛାତ୍ରଛାତ୍ରୀମାନେ ପଢାରେ କୃତକାର୍ଯ୍ୟ କରିବେ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର- ଗୋମାତାଙ୍କୁ ଗୁଡ, ବୁଟ, ପାଚିଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୈାର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ରାତ୍ରି ୦୧. ୨୪ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୧୧.୦୭ ଗତେ ୭ମୀ ଘାତ ଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୨୪ ପର୍ଯ୍ୟନ୍ତ ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ – ପ୍ରାତଃ ୦୫.୫୭ ଗତେ ୧ ପାଦ - କୁଟୁମ୍ବହାନି – ତିଳକାଞ୍ଚନ ଦାନ ରାତ୍ରି ୧୧.୦୭ ଗତେ ୨ ପାଦ - ପଶୁ ଓ ବଂଶହାନି - ଅନ୍ନ ଓ ତିଳକାଞ୍ଚନ ଦାନ