• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd Oct 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର – ଧନୁ ଅହୋରାତ୍ର, ଘାତ ଚନ୍ଦ୍ର- ତୁଳା, କୁମ୍ଭ ରାଶିର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ରାତ୍ରି ୧୨/୨୫ ଗତେ ୧ ପାଦ

Aries

ମେଷ

Monday 03 Oct 2022

ଅଶ୍ୱନୀ – ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ ।

ଦ୍ୱିଜା – ଘର ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

କୃତିକା – ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ ।

ପ୍ରତିକାର - ଗାଧୋଇ ସାରିବା ପରେ ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :